1 ବଂଶାବଳୀ 4:10 - ଓଡିଆ ବାଇବେଲ10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତା; ଆଶୀର୍ବାଦ କର ଓ ଆମ୍ଭ ସୀମା ବୃଦ୍ଧି କର ଓ ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ଵର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ। Gade chapit laପବିତ୍ର ବାଇବଲ10 ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ। Gade chapit la |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।