Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:19 - ଓଡିଆ ବାଇବେଲ

19 ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାତୀୟ ଇଷ୍ଟିମୋୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।

Gade chapit la Kopi

ପବିତ୍ର ବାଇବଲ

19 ମେରଦଙ୍କର ସ୍ତ୍ରୀ ନହମଙ୍କର ଭଗିନୀ ଥିଲେ। ମେରଦଙ୍କ ସ୍ତ୍ରୀଙ୍କ ପୁତ୍ରମାନେ କିୟୀଲା ଓ ଇଷ୍ଟିମୋୟଙ୍କ ପିତା ଥିଲେ। କିୟୀଲା ଗର୍ମୀୟ ଲୋକମାନଙ୍କ ମଧ୍ୟରୁ ଆସିଥିଲେ ଓ ଇଷ୍ଟିମୋୟ-ମାଖାତୀୟ ଲୋକମାନଙ୍କ ମଧ୍ୟରୁ ଆସିଥିଲେ।

Gade chapit la Kopi




1 ବଂଶାବଳୀ 4:19
6 Referans Kwoze  

କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।


ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍‍ ତାହାକୁ ବିବାହ କରିଥିଲା।


ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।


ପୁଣି, ସେମାନଙ୍କର ଭ୍ରାତୃଗଣ, ଶବନୀୟ, ହୋଦୀୟ, କଲିଟ, ପଲାୟ, ହାନନ୍‍;


ହୋଦୀୟ, ବାନି, ବନୀନୁ।


Swiv nou:

Piblisite


Piblisite