Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:42 - ଓଡିଆ ବାଇବେଲ

42 ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍‍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଯିଶୟିର ସନ୍ତାନ ପ୍ଳଟିୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର୍ ପର୍ବତକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍‍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

42 ଶିମିୟୋନଙ୍କ ପରିବାରବର୍ଗର 500 ଲୋକ ସେୟୀରର ପାର୍ବତ୍ୟମୟ ଦେଶକୁ ଗମନ କଲେ। ଯିଶୟିଙ୍କର ପୁତ୍ରମାନେ ସେହି ଲୋକମାନଙ୍କୁ ପଥ କଢ଼ାଇ ନେଇଗଲେ। ସେହି ପୁତ୍ରମାନେ ଥିଲେ: ପ୍ଲଟିୟ, ନିୟରିୟ, ରଫାୟ ଓ ଉଷୀୟେଲ। ଶିମିୟୋନୀୟ ଲୋକମାନେ ସେହି ସ୍ଥାନରେ ବାସ କରୁଥିବା ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi




1 ବଂଶାବଳୀ 4:42
5 Referans Kwoze  

“ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।”


ଆଉ ଅପ୍‍ପୟିମ୍‍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍‍। ଶେଶନ୍‍ର ପୁତ୍ର ଅହଲୟ।


ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”


Swiv nou:

Piblisite


Piblisite