Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:11 - ଓଡିଆ ବାଇବେଲ

11 ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲ୍ଖା ପର୍ଯ୍ୟନ୍ତ ବାଶନ୍ ଦେଶରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

11 ଗା‌ଦ୍‌ର ଗୋଷ୍ଠୀ ରୁବେନୀୟମାନଙ୍କ ନିକଟରେ ବାସ କରୁଥିଲେ। ଏହି ଗାଦୀୟ ଲୋକମାନେ ସଲଖା ସହର ପର୍ଯ୍ୟନ୍ତ ବିସ୍ତୃତ ବାଶନର ଭୂମିରେ ବାସ କରୁଥିଲେ।

Gade chapit la Kopi




1 ବଂଶାବଳୀ 5:11
7 Referans Kwoze  

ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,


ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।


ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;


ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;


Swiv nou:

Piblisite


Piblisite