Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:12 - ଓଡିଆ ବାଇବେଲ

12 ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯୋୟେଲ୍ ପ୍ରଧାନ ଓ ଶାଫମ୍ ଦ୍ଵିତୀୟ, ଆଉ ଯାନୟ ଓ ଶାଫଟ୍ ବାଶନରେ ରହିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;

Gade chapit la Kopi

ପବିତ୍ର ବାଇବଲ

12 ଯୋୟେଲ ବାଶନର ପ୍ରଥମ ନେତା ଥିଲେ। ଶାଫମ୍ ଦ୍ୱିତୀୟ ନେତା ଥିଲେ। ଏହା ପରେ ଯାନୟ ନେତା ହେଲେ।

Gade chapit la Kopi




1 ବଂଶାବଳୀ 5:12
2 Referans Kwoze  

ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।


ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।


Swiv nou:

Piblisite


Piblisite