Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:9 - ଓଡିଆ ବାଇବେଲ

9 ଅହୀମାସ୍‍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍‍କୁ ଜାତ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅହୀମାସ୍‍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍‍କୁ ଜାତ କଲା;

Gade chapit la Kopi

ପବିତ୍ର ବାଇବଲ

9 ଅହୀମାସ ଅସରିୟଙ୍କ ପିତା ଥିଲେ। ଅସରିୟ ଯୋହାନ‌ନଙ୍କ ପିତା ଥିଲେ।

Gade chapit la Kopi




1 ବଂଶାବଳୀ 6:9
3 Referans Kwoze  

ଆଉ ଅହୀଟୂବ୍‍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍‍କୁ ଜାତ କଲା;


ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା।


ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ୍ ଦ୍ରବ୍ୟରାଶି।


Swiv nou:

Piblisite


Piblisite