Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:10 - ଓଡିଆ ବାଇବେଲ

10 ଯିଦୀୟେଲର ପୁତ୍ର ବିଲ୍‍ହନ୍‍ ଏବଂ ବିଲ୍‍ହନର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ୍‍, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯିଦୀୟେଲର ପୁତ୍ରଗଣ; ବିଲ୍ହନ୍ ଓ ବିଲ୍ହନର ପୁତ୍ର ଯୀୟଶ୍ ଓ ବିନ୍ୟାମୀନ୍ ଓ ଏହୂଦ୍ ଓ କାନାନା ଓ ସେଥନ୍ ଓ ତର୍ଶୀଶ୍ ଓ ଅହୀଶହର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯିଦୀୟେଲର ପୁତ୍ର ବିଲ୍‍ହନ୍‍ ଏବଂ ବିଲ୍‍ହନ୍‍‍ର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;

Gade chapit la Kopi

ପବିତ୍ର ବାଇବଲ

10 ଯିଦୀୟେଲଙ୍କର ପୁତ୍ର ଥିଲେ ବି‌ଲ୍‌ହନ୍। ବି‌ଲ୍‌ହ‌ନଙ୍କର ପୁତ୍ରମାନେ ଥିଲେ: ଯିୟଶ, ବିନ୍ୟାମୀନ, ଏହୂଦ, କାନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର।

Gade chapit la Kopi




1 ବଂଶାବଳୀ 7:10
5 Referans Kwoze  

ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”


ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।


ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।


ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆ ଯାଇଥିଲେ।


Swiv nou:

Piblisite


Piblisite