Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:8 - ଓଡିଆ ବାଇବେଲ

8 ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଶହରୟିମ୍ ତାଙ୍କର ସ୍ତ୍ରୀଗଣ, ହୂଶୀମ୍ ଓ ବାରାଙ୍କୁ ମୋୟାବରେ ଛାଡ଼ପତ୍ର ଦେଲେ। ଏହା ପରେ ସେ ତାଙ୍କର ଆଉ ଜଣେ ସ୍ତ୍ରୀଙ୍କଠାରୁ କେତେ ଗୋଟି ସନ୍ତାନ ଲାଭ କଲେ।

Gade chapit la Kopi




1 ବଂଶାବଳୀ 8:8
4 Referans Kwoze  

ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।


ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।


ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା।


ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍,


Swiv nou:

Piblisite


Piblisite