Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:3 - ଓଡିଆ ବାଇବେଲ

3 ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍ ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଯିହୁଦା-ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ଓ ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,

Gade chapit la Kopi

ପବିତ୍ର ବାଇବଲ

3 ଏହି ଲୋକମାନେ ଯେଉଁମାନେ ଯିରୁଶାଲମରେ ବାସ କରୁଥିଲେ ସେମାନେ ଯିହୁଦା, ବିନ୍ୟାମୀନ, ଇଫ୍ରୟିମ ଓ ମନଃଶିଙ୍କ ଗୋଷ୍ଠୀର ଥିଲେ।

Gade chapit la Kopi




1 ବଂଶାବଳୀ 9:3
6 Referans Kwoze  

ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।


ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ।


ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍‍ ଯିରୂଶାଲମକୁ ଆସିଲେ।


ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;


ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।


Swiv nou:

Piblisite


Piblisite