Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:16 - ଓଡିଆ ବାଇବେଲ

16 ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛିନ୍ତ ଏହାଛଡ଼ା ମୁଁ ଆଉ କାହାରିକି ବାପ୍ତିସ୍ମ ଦେଇଅଛି ବୋଲି ମୋର ମନେ ପଡ଼ୁ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି; ଏହା ଛଡ଼ା ମୁଁ ଆଉ କାହାରିକି ବାପ୍ତିସ୍ମ ଦେଇଅଛି ବୋଲି ମୋର ମନେ ପଡ଼ୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 (ହଁ, ମୁଁ ସ୍ତିଫାନ ଓ ତାଙ୍କ ପରିବାରବର୍ଗଙ୍କୁ ଜଳଦୀକ୍ଷା ଦେଇଥିଲି। ଅନ୍ୟ କାହାକୁ ଜଳଦୀକ୍ଷା ଦେଇଛି ବୋଲି ମୋର ମନେ ପଡ଼ୁ ନାହିଁ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ୟ ବାପ୍ତିଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ।

Gade chapit la Kopi




୧ କରିନ୍ଥୀୟ 1:16
6 Referans Kwoze  

ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,


ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।


ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ ।


ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।


Swiv nou:

Piblisite


Piblisite