Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:3 - ଓଡିଆ ବାଇବେଲ

3 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେ ସମସ୍ତଙ୍କୁ ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବର୍ତ୍ତୁ। ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ।

Gade chapit la Kopi




୧ କରିନ୍ଥୀୟ 1:3
5 Referans Kwoze  

ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ପିତା ଈଶ୍ୱରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ ।


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


Swiv nou:

Piblisite


Piblisite