Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:2 - ଓଡିଆ ବାଇବେଲ

2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭେମାନେ ଜାଣ ଯେ, ଅଣବିଶ୍ୱାସୀ ଥିଲାବେଳେ, ନିର୍ଜୀବ ପ୍ରତିମାମାନଙ୍କୁ ପୂଜା କରି ତୁମ୍ଭେମାନେ ବିପଥଗାମୀ ହୋଇଥିଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ମନେପକାଅ ଯେ ବିଶ୍ୱାସୀ ହେବା ପୂର୍ବରୁ ତୁମ୍ଭେମାନେ କିପରି ବିପଥଗାମୀ ହୋଇ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।

Gade chapit la Kopi




୧ କରିନ୍ଥୀୟ 12:2
15 Referans Kwoze  

ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,


ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।


ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ ।


ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।


ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;


ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।


Swiv nou:

Piblisite


Piblisite