୧ କରିନ୍ଥୀୟ 3:3 - ଓଡିଆ ବାଇବେଲ3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ? Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ? Gade chapit laପବିତ୍ର ବାଇବଲ (CL) NT (BSI)3 ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ? Gade chapit laପବିତ୍ର ବାଇବଲ3 ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ। Gade chapit la |