Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:1 - ଓଡିଆ ବାଇବେଲ

1 `ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ଯେଉଁସବୁ ବିଷୟ ଲେଖିଅଛ, ସେହିସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତୁମ ଚିଠିରେ ଯେଉଁ ସବୁ ପ୍ରଶ୍ନ ପଚାରିଛ, ବର୍ତ୍ତମାନ ମୁଁ ସେ ସବୁର ଉତ୍ତର ଦେବି। ବିବାହ ନ କରିବା ଭଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;

Gade chapit la Kopi

ପବିତ୍ର ବାଇବଲ

1 ଏବେ ମୁଁ ତୁମ୍ଭେମାନେ ଲେଖିଥିବା ବିଷୟ ଗୁଡ଼ିକରେ ଉତ୍ତର ଦେଉଛି। ପୁରୁଷ ପକ୍ଷେ ବିବାହ ନ କରିବା ଭଲ।

Gade chapit la Kopi




୧ କରିନ୍ଥୀୟ 7:1
8 Referans Kwoze  

କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋ' ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।


ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।


ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।


ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”


କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ ।


Swiv nou:

Piblisite


Piblisite