୧ କରିନ୍ଥୀୟ 8:3 - ଓଡିଆ ବାଇବେଲ3 କିନ୍ତୁ ଯଦି କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ । Gade chapit laପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ଯଦି କେହି ଈଶ୍ଵରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ। Gade chapit laପବିତ୍ର ବାଇବଲ (CL) NT (BSI)3 ଯେ କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି କେବଳ ତାଙ୍କର ପରିଚିତ ଲୋକ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ଯଦି କେହି ଈଶ୍ବରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ। Gade chapit laପବିତ୍ର ବାଇବଲ3 କିନ୍ତୁ ଯିଏ ପରମେଶ୍ୱରଙ୍କୁ ପ୍ରେମ କରେ, ପରମେଶ୍ୱର ତାହାର ପରିଚୟ ନିଅନ୍ତି। Gade chapit la |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।