Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:4 - ଓଡିଆ ବାଇବେଲ

4 ଭୋଜନପାନ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ମୋର କାର୍ଯ୍ୟ ପାଇଁ ଖାଦ୍ୟ ଓ ପାନୀୟ ଗ୍ରହଣ କରିବାର ଅଧିକର କ’ଣ ମୋର ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?

Gade chapit la Kopi

ପବିତ୍ର ବାଇବଲ

4 ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ?

Gade chapit la Kopi




୧ କରିନ୍ଥୀୟ 9:4
11 Referans Kwoze  

ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ ।


ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।


କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।


କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ ।


ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି ।


ମୋହର ସମାଲୋଚକମାନଙ୍କୁ ମୋହର ଉତ୍ତର ଏହି ।


ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।


Swiv nou:

Piblisite


Piblisite