୧ ଯୋହନ 2:10 - ଓଡିଆ ବାଇବେଲ10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)10 ଯେ କେହି ନିଜର ଭାଇକୁ ପ୍ରେମ କରେର , ତା’ର ସ୍ଥିତି ଆଲୋକରେ; ସେ ସହଜରେ ଝୁଣ୍ଟିପଡ଼େ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ। Gade chapit laପବିତ୍ର ବାଇବଲ10 ନିଜ ଭାଇକୁ ପ୍ରେମ କରୁଥିବା ବ୍ୟକ୍ତି ଆଲୋକରେ ବାସ କରୁଥାଏ ଏବଂ ତା'ଠାରେ ଭୁଲ୍ କାମ କରିବାର କୌଣସି କାରଣ ନ ଥାଏ। Gade chapit la |