୧ ଯୋହନ 2:15 - ଓଡିଆ ବାଇବେଲ15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)15 ସଂସାର କିଅବା ସେଥିରେ ଥିବା ବିଷୟସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; Gade chapit laପବିତ୍ର ବାଇବଲ (CL) NT (BSI)15 ଏହି ଜଗତ କିମ୍ବା ତାହାର କୌଣସି ବିଷୟ ପ୍ରତି ଆସକ୍ତ ହୁଅ ନାହିଁ। ତୁମେ ଯଦି ଜଗତ ପ୍ରତି ଆସକ୍ତ, ପରମ ପିତାଙ୍କ ପ୍ରତି ତୁମର ପ୍ରେମ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; Gade chapit laପବିତ୍ର ବାଇବଲ15 ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ। Gade chapit la |