୧ ଯୋହନ 2:18 - ଓଡିଆ ବାଇବେଲ18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ । Gade chapit laପବିତ୍ର ବାଇବଲ (Re-edited) - (BSI)18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି ; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ। Gade chapit laପବିତ୍ର ବାଇବଲ (CL) NT (BSI)18 ପିଲାମାନେ! ଅନ୍ତିମ କାଳ ନିକଟବର୍ତ୍ତୀ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବବାର ସମୟ ହେଲାଣି ବୋଲି ଶୁଣିଛୁ: ଖ୍ରୀଷ୍ଟଙ୍କର ଅନେକ ଶତ୍ରୁ ଏବେ ଦେଖାଦେଲେଣି; ସତରାଂ ଅନ୍ତିମ କାଳ ନିକଟ ହେଲାଣି ବୋଲି ଆମେ କାଳ ନିକଟ ଲୋଣଇ ବୋଲି ଆମେ ଜାଣୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ। Gade chapit laପବିତ୍ର ବାଇବଲ18 ପିଲାମାନେ! ବର୍ତ୍ତମାନ ଶେଷକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସେହିପରି ଅନେକ ସଂଖ୍ୟାରେ ଖ୍ରୀଷ୍ଟ ବିରୋଧୀମାନେ ଦେଖା ଦେଲେଣି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତରେ ଶେଷ କାଳ ଆସି ପହଞ୍ଚିଛି। Gade chapit la |