୧ ଯୋହନ 2:20 - ଓଡିଆ ବାଇବେଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ । Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ (CL) NT (BSI)20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଅନୁଗ୍ରହରୁ ପବିତ୍ରଆତ୍ମାଙ୍କ ଦ୍ୱାରା ଅଭିଷିକ୍ତ ହୋଇଅଛ; ସୁତରାଂ ତୁମେ ସମସ୍ତେ ସତ୍ୟ କଅଣ ଜାଣିଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ। Gade chapit la |
ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”