୧ ଯୋହନ 2:23 - ଓଡିଆ ବାଇବେଲ23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି । Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି। Gade chapit laପବିତ୍ର ବାଇବଲ (CL) NT (BSI)23 କାରଣ ଯେ ପୁତ୍ରଙ୍କୁ ପ୍ରତ୍ୟାଖ୍ୟାନ କରେ, ସେ ପିତାଙ୍କୁ ମଧ୍ୟ ପ୍ରତ୍ୟାଖ୍ୟାନ କରେ; ଯେ ପୁତ୍ରଙ୍କୁ ଗ୍ରହଣ କରେ, ସେ ତା’ ଜୀବନରେ ପିତାଙ୍କ ସତ୍ତା ମଧ୍ୟ ଅନୁଭବ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି। Gade chapit laପବିତ୍ର ବାଇବଲ23 ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି। Gade chapit la |