୧ ଯୋହନ 2:8 - ଓଡିଆ ବାଇବେଲ8 ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି । Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି। Gade chapit laପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଏହାକୁ ଏକ ନୂତନ ଆଜ୍ଞା ରୂପେ ଏଠାରେ ମୁଁ ଉଲ୍ଲେଖତ କରୁଛି, କାରଣ ଏହାର ବାସ୍ତବତା କେବଳ ଖ୍ରୀଷ୍ଟଙ୍କଠାରେ ରୂପାୟିତ ହୋଇଛି ଏବଂ ପ୍ରକୃତ ଆଲୋକ ଏବେ ପ୍ରକଶଶମାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି। Gade chapit laପବିତ୍ର ବାଇବଲ8 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟରେ ଲେଖୁଛି, ଏହାର ସତ୍ୟତା ଯୀଶୁଙ୍କଠାରେ ଓ ତୁମ୍ଭମାନଙ୍କ ଜୀବନରେ ମଧ୍ୟ ଦେଖି ପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି। Gade chapit la |