୧ ଯୋହନ 3:14 - ଓଡିଆ ବାଇବେଲ14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ । Gade chapit laପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ। Gade chapit laପବିତ୍ର ବାଇବଲ (CL) NT (BSI)14 ଆମେ ଜାଣୁ ଯେ, ଏବେ ଆମେ ମୃତ୍ୟକୁ ଅତିକ୍ରମ କରି ଜୀବନ ଲାଭ କରିଛୁ। ଏହା ନିଶ୍ଚିତ ଭାବରେ ଜାଣୁ, କାରଣ ଏବେ ଆମେ ଭାଇମାନଙ୍କୁ ପ୍ରେମ କରୁଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟର ଅଧୀନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ। Gade chapit laପବିତ୍ର ବାଇବଲ14 ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ। Gade chapit la |