୧ ଯୋହନ 3:21 - ଓଡିଆ ବାଇବେଲ21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ଵରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, Gade chapit laପବିତ୍ର ବାଇବଲ (CL) NT (BSI)21 ତେଣୁ ଯଦି ନିଚ ବିବେକ ଆମକୁ ଦେଷୀ କରେ ନାହିଁ, ଈଶ୍ୱରଙ୍କ ସାନ୍ନିଧ୍ୟରେ ଆମେ ସତ୍ସାହାସୀ ହୋଇ ପାରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, Gade chapit laପବିତ୍ର ବାଇବଲ21 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି। Gade chapit la |