୧ ଯୋହନ 3:4 - ଓଡିଆ ବାଇବେଲ4 ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ । Gade chapit laପବିତ୍ର ବାଇବଲ (Re-edited) - (BSI)4 ଯେକେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ। Gade chapit laପବିତ୍ର ବାଇବଲ (CL) NT (BSI)4 ଯେ କେହି ପାପ କରେ, ସେ ଈଶ୍ୱରଙ୍କ ଆଜ୍ଞା ଲଘଂନ କରେ, କାରଣ ପାପର ଅର୍ଥ ହେଉଛି ଆଜ୍ଞା ଲଘଂନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ। Gade chapit laପବିତ୍ର ବାଇବଲ4 ଯେଉଁ ଲୋକ ପାପ କରେ, ସେ ପରମେଶ୍ୱରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ। Gade chapit la |
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।