୧ ଯୋହନ 4:10 - ଓଡିଆ ବାଇବେଲ10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ Gade chapit laପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ Gade chapit laପବିତ୍ର ବାଇବଲ (CL) NT (BSI)10 ଏହା ହିଁ ପ୍ରକୃତ ପ୍ରେମ- ଆମେ ଈଶ୍ୱରଙ୍କୁ ପ୍ରେମ କରି ନାହୁଁ, ଅଥଚ ସେ ଆମକୁ ପ୍ରେମ କରି, ଆମ ପାପର ପ୍ରାୟଶ୍ଚିତ ହେବା ନିମନ୍ତେ ତାଙ୍କ ପୁତ୍ରଙ୍କୁ ପ୍ରେରଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ। Gade chapit laପବିତ୍ର ବାଇବଲ10 ଆମ୍ଭେମାନେ ଯେ ପରମେଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ଏହା ହେଉଛି ପ୍ରକୃତ ପ୍ରେମ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ: Gade chapit la |