Biblia Todo Logo
Bib sou entènèt

- Piblisite -




୧ ଯୋହନ 4:13 - ଓଡିଆ ବାଇବେଲ

13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଆମେ ଯେ ଈଶ୍ୱରଙ୍କ ସହିତ ସଂଯୁକ୍ତି ଓ ଈଶ୍ବର ଆମ ଅନ୍ତରରେ ବାସ କରନ୍ତି, ଏହାର ନିଦର୍ଶନ ହେଉଛି, ସେ ପବସତ୍ରଆତ୍ମାଙ୍କୁ ଆମକୁ ଦେଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ୱରଙ୍କଠାରେ ରହିଛୁ ଓ ସେ ଆମ୍ଭଠାରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କର ପବିତ୍ରଆତ୍ମାଙ୍କୁ ଦେଇଛନ୍ତି।

Gade chapit la Kopi




୧ ଯୋହନ 4:13
11 Referans Kwoze  

ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ ।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ ।


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।


Swiv nou:

Piblisite


Piblisite