୧ ଯୋହନ 4:18 - ଓଡିଆ ବାଇବେଲ18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ । Gade chapit laପବିତ୍ର ବାଇବଲ (Re-edited) - (BSI)18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ତ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ। Gade chapit laପବିତ୍ର ବାଇବଲ (CL) NT (BSI)18 ଯେଉଁଠି ପ୍ରେମ ସମସ୍ତ ଭୟ ଦୂର କରେ। ଯେ ଭୟ କରେ, ତା’ଠାରେ ପ୍ରେମ ସିଦ୍ଧ ହୋଇ ନାହିଁ; କାରଣ ଦଣ୍ଡ ପାଇବାର ଭୟ ତା’ର ଆହୁରି ରହିଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ। Gade chapit laପବିତ୍ର ବାଇବଲ18 ପ୍ରେମରେ ଭୟ ନ ଥାଏ। ବରଂ ପରମେଶ୍ୱର ଦତ୍ତ ସିଦ୍ଧ ପ୍ରେମ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ୱରଙ୍କ ପ୍ରେମ ତାହାଠାରେ ସିଦ୍ଧ ହୋଇ ନାହିଁ। Gade chapit la |