Biblia Todo Logo
Bib sou entènèt

- Piblisite -




୧ ପିତର 1:18 - ଓଡିଆ ବାଇବେଲ

18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତୁମ୍ଭେମାନେ ଜାଣ ତୁମ ପୂର୍ବପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଜୀବନରୁ ତୁମ୍ଭମାନଙ୍କୁ ମୁକ୍ତ କରିବା ନିମନ୍ତେ କେତେ ମୂଲ୍ୟ ଦେବାକୁ ପଡ଼ିଥିଲା। ତାହା କ୍ଷୟଶୀଳ ରୂପା କି ସୁନା ନୁହେଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ,

Gade chapit la Kopi




୧ ପିତର 1:18
28 Referans Kwoze  

କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।


ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।


ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;


ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”


ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;


ପୁନଶ୍ଚ, "ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି" ।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ ?


Swiv nou:

Piblisite


Piblisite