୧ ପିତର 2:23 - ଓଡିଆ ବାଇବେଲ23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; Gade chapit laପବିତ୍ର ବାଇବଲ (CL) NT (BSI)23 ସେ ଦୁଃଖ ଭୋଗ କରିବା ସମୟରେ ପ୍ରତିଶୋଧ ନେବାକୁ ଭୟ ଦେଖାଇ ନ ଥିଲେ; କେବଳ ନ୍ୟାୟ ବିଚାରକର୍ତ୍ତା ଈଶ୍ୱରଙ୍କ ଉପରେ ପୂର୍ଣ୍ଣ ଭରସା ରଖିଥଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; Gade chapit laପବିତ୍ର ବାଇବଲ23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ। Gade chapit la |