୧ ପିତର 4:2 - ଓଡିଆ ବାଇବେଲ2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର । Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର। Gade chapit laପବିତ୍ର ବାଇବଲ (CL) NT (BSI)2 ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। Gade chapit laପବିତ୍ର ବାଇବଲ2 ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ। Gade chapit la |