Biblia Todo Logo
Bib sou entènèt

- Piblisite -




୧ ପିତର 5:11 - ଓଡିଆ ବାଇବେଲ

11 ପରାକ୍ରମ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୁଗେ ଯୁଗେ ରାଜତ୍ୱ ତାଙ୍କର ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

11 ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।

Gade chapit la Kopi




୧ ପିତର 5:11
4 Referans Kwoze  

କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର ।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


Swiv nou:

Piblisite


Piblisite