Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:13 - ଓଡିଆ ବାଇବେଲ

13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।

Gade chapit la Kopi

ପବିତ୍ର ବାଇବଲ

13 ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା'ର ଓଷ୍ଠ ହଲୁଥିଲା। ମାତ୍ର ତା'ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ।

Gade chapit la Kopi




1 ଶାମୁୟେଲ 1:13
8 Referans Kwoze  

ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କ'ଣ ପ୍ରାର୍ଥନା କରିବା ଉଚିତ୍, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;


କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।


ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।


ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।


ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।


ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।


Swiv nou:

Piblisite


Piblisite