1 ଶାମୁୟେଲ 1:28 - ଓଡିଆ ବାଇବେଲ28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Gade chapit laପବିତ୍ର ବାଇବଲ28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।” ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ। Gade chapit la |