1 ଶାମୁୟେଲ 10:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ? Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ଵନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି? Gade chapit laପବିତ୍ର ବାଇବଲ1 ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ। Gade chapit la |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।