Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:17 - ଓଡିଆ ବାଇବେଲ

17 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ଶାମୁୟେଲ ଲୋକମାନଙ୍କୁ ମିସ୍ପୀରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ

17 ଶାମୁୟେଲ ଇସ୍ରାଏଲବାସୀଙ୍କୁ ମି‌ସ୍‌ପୀରେ ଏକତ୍ରିତ ହେବା ପାଇଁ ଡକାଇଲେ।

Gade chapit la Kopi




1 ଶାମୁୟେଲ 10:17
6 Referans Kwoze  

ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।


ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।


ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।


ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।


ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।


Swiv nou:

Piblisite


Piblisite