Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:25 - ଓଡିଆ ବାଇବେଲ

25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ତେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ

25 ଶାମୁୟେଲ ଲୋକମାନଙ୍କୁ ବନ୍ଧୁତାର ନିୟମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ। ତା'ପରେ ଶାମୁୟେଲ ଲୋକମାନଙ୍କୁ ନିଜ ନିଜ ଘରକୁ ଯିବାକୁ କହିଲେ।

Gade chapit la Kopi




1 ଶାମୁୟେଲ 10:25
13 Referans Kwoze  

କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।


“ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।”


ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।


ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।


ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।


ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।


Swiv nou:

Piblisite


Piblisite