1 ଶାମୁୟେଲ 10:6 - ଓଡିଆ ବାଇବେଲ6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରା; କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ। Gade chapit laପବିତ୍ର ବାଇବଲ6 ସଦାପ୍ରଭୁଙ୍କର ଆତ୍ମା ତୁମ୍ଭ ନିକଟକୁ ବିରାଟ ଶକ୍ତିରେ ଆସିବ ଏବଂ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ୟକ୍ତି ହୋଇଯିବ। Gade chapit la |