Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:8 - ଓଡିଆ ବାଇବେଲ

8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ଵ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”

Gade chapit la Kopi

ପବିତ୍ର ବାଇବଲ

8 “ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗି‌ଲ୍‌ଗ‌ଲ୍‌କୁ ଯିବ। ତା'ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”

Gade chapit la Kopi




1 ଶାମୁୟେଲ 10:8
7 Referans Kwoze  

ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।


ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।


ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,


ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ।


ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।


Swiv nou:

Piblisite


Piblisite