Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।

Gade chapit la Kopi

ପବିତ୍ର ବାଇବଲ

1 ଶାମୁୟେଲ ସମସ୍ତ ଇସ୍ରାଏଲୀଙ୍କୁ କହିଲେ, “ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ସେ ପ୍ରକାରେ ତୁମ୍ଭମାନଙ୍କର ଏକ ରାଜା ନିୟୋଜନ କଲି।

Gade chapit la Kopi




1 ଶାମୁୟେଲ 12:1
7 Referans Kwoze  

ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ ? ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ।


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?


ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।


ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।


Swiv nou:

Piblisite


Piblisite