Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:13 - ଓଡିଆ ବାଇବେଲ

13 ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

13 ବର୍ତ୍ତମାନ ତୁମ୍ଭମାନଙ୍କ ଅନୁରୋଧ ଓ ପସନ୍ଦ ଅନୁସାରେ ସଦାପ୍ରଭୁ ତୁମ୍ଭକୁ ଶାସନ କରିବା ପାଇଁ ଜଣେ ରାଜାଙ୍କୁ ଦେଇଛନ୍ତି।

Gade chapit la Kopi




1 ଶାମୁୟେଲ 12:13
9 Referans Kwoze  

ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।


ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ ? ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ।


ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।


ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।


ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।


ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ ?


ଆଜି କି ଗହମ କାଟିବା ସମୟ ନୁହେଁ ? ସଦାପ୍ରଭୁ ଯେପରି ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।


ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।


Swiv nou:

Piblisite


Piblisite