Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:16 - ଓଡିଆ ବାଇବେଲ

16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Gade chapit la Kopi

ପବିତ୍ର ବାଇବଲ

16 “ବର୍ତ୍ତମାନ ଧିର ହୋଇ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ମହତ୍ କାର୍ଯ୍ୟ କରିବେ ଦେଖ।

Gade chapit la Kopi




1 ଶାମୁୟେଲ 12:16
4 Referans Kwoze  

ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”


ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।


ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।


ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।


Swiv nou:

Piblisite


Piblisite