Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:25 - ଓଡିଆ ବାଇବେଲ

25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ଯେବେ ତୁମ୍ଭେମାନେ ନିତା; ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ

25 କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”

Gade chapit la Kopi




1 ଶାମୁୟେଲ 12:25
11 Referans Kwoze  

ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”


ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?”


ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।


ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”


ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।


Swiv nou:

Piblisite


Piblisite