Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:10 - ଓଡିଆ ବାଇବେଲ

10 ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ର ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

10 ଶାଉଲ ବଳି କାର୍ଯ୍ୟ ସମାପ୍ତ କରିବା ମାତ୍ରକେ ଶାମୁୟେଲ ସେଠାରେ ପହଞ୍ଚିଲେ। ଶାଉଲ ତାଙ୍କୁ ସାକ୍ଷାତ କରିବା ପାଇଁ ଆସିଲେ।

Gade chapit la Kopi




1 ଶାମୁୟେଲ 13:10
4 Referans Kwoze  

ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।


“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।


ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”


ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।


Swiv nou:

Piblisite


Piblisite