Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:16 - ଓଡିଆ ବାଇବେଲ

16 ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

16 ଶାଉଲ ଏବଂ ତାଙ୍କ ପୁଅ ଯୋନାଥନ ସୈନ୍ୟମାନଙ୍କ ସହିତ ବିନ୍ୟାମୀନର ଗିବିୟାକୁ ଯାତ୍ରା କଲେ। ପଲେଷ୍ଟୀୟମାନେ ମି‌କ୍‌ମ‌ସ୍‌ରେ ସେମାନଙ୍କ ଶିବିର ସ୍ଥାପନ କଲେ।

Gade chapit la Kopi




1 ଶାମୁୟେଲ 13:16
4 Referans Kwoze  

ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;


ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।


Swiv nou:

Piblisite


Piblisite