Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:22 - ଓଡିଆ ବାଇବେଲ

22 ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ଼୍‍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

22 ଏଣୁ ଯୁଦ୍ଧ ସମୟରେ କୌଣସି ଇସ୍ରାଏଲୀୟଙ୍କ ପାଖରେ ‌‌ଖ‌ଡ଼୍‌ଗ କିମ୍ବା ବର୍ଚ୍ଛା ନ ଥିଲା, କେବଳ ଶାଉଲ ଏବଂ ତାଙ୍କ ପୁତ୍ର ଯୋନାଥନଙ୍କ ପାଖରେ ଲୌହ ଅସ୍ତ୍ର ଥିଲା।

Gade chapit la Kopi




1 ଶାମୁୟେଲ 13:22
7 Referans Kwoze  

ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ?


ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।


ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।


Swiv nou:

Piblisite


Piblisite