Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:11 - ଓଡିଆ ବାଇବେଲ

11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

11 ତେବେ ସେ ଦୁହେଁ ପଲେଷ୍ଟୀୟଙ୍କ ପ୍ରହରୀମାନଙ୍କ ନିକଟରେ ଆପଣଙ୍କୁ ଦେଖା ଦେଲେ। ପଲେଷ୍ଟୀୟ ପ୍ରହରୀମାନେ କହିଲେ, “ଦେଖ! ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାତରେ ଲୁଚିଥିଲେ ସେଠାରୁ ଏବେ ବାହାରି ଆସୁଛନ୍ତି।”

Gade chapit la Kopi




1 ଶାମୁୟେଲ 14:11
5 Referans Kwoze  

ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।


ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।


ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।


ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।


ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି ? ତହୁଁ ଆଖୀଶ୍‍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।


Swiv nou:

Piblisite


Piblisite