Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:21 - ଓଡିଆ ବାଇବେଲ

21 ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକି ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ

21 ଯେଉଁ ଏବ୍ରୀୟମାନେ ପଲେଷ୍ଟୀୟମାନଙ୍କ ଛାଉଣିରେ ସେବା କରୁଥିଲେ। ବର୍ତ୍ତମାନ ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକଙ୍କ ସହିତ ଯୋଗ ଦେଲେ।

Gade chapit la Kopi




1 ଶାମୁୟେଲ 14:21
3 Referans Kwoze  

ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ ?


ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।


ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।


Swiv nou:

Piblisite


Piblisite