1 ଶାମୁୟେଲ 14:4 - ଓଡିଆ ବାଇବେଲ4 ପୁଣି, ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍ସେସ ଓ ଅନ୍ୟର ନାମ ସେନି। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍ସେସ ଓ ଅନ୍ୟର ନାମ ସେନି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯୋନାଥନ ଯେଉଁ ଘାଟି ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍ସେସ ଓ ଅନ୍ୟର ନାମ ସେନି। Gade chapit laପବିତ୍ର ବାଇବଲ4 ଯୋନାଥନ ସିଧା ରାସ୍ତାଦେଇ ପଲେଷ୍ଟୀୟ ଶିବିରକୁ ଯିବାକୁ ଯୋଜନା କଲେ ସେ ରାସ୍ତାର ଉଭୟ ପାର୍ଶ୍ୱରେ ବଡ଼ ବଡ଼ ପଥରସବୁ ଥିଲା। ଘାଟୀର ଏକ ପାର୍ଶ୍ୱରେ ବୋତ୍ସେସ୍ ନାମକ ଏବଂ ଅନ୍ୟ ପାର୍ଶ୍ୱରେ ସେନି ନାମକ ଶିଳାଖଣ୍ତ ଥିଲା। Gade chapit la |