Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:41 - ଓଡିଆ ବାଇବେଲ

41 ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, ଯଥାର୍ଥ (ନିଷ୍ପତ୍ତି) ଦିଅ। ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ କହିଲେ, ଯଥାର୍ଥ (ନିଷ୍ପତ୍ତି) ଦିଅ। ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।

Gade chapit la Kopi

ପବିତ୍ର ବାଇବଲ

41 ତା'ପରେ ଶାଉଲ ପ୍ରାର୍ଥନା କଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କାହିଁକି ତୁମ୍ଭର ଦାସକୁ ଆଜି ଉତ୍ତର ଦେଲ ନାହିଁ? ଯଦି ମୁଁ କିମ୍ବା ମୋ’ ପୁଅ ଆଜି କିଛି ପାପ କରିଥାଉ, ତେବେ ଇଉରିମ୍ ଏବଂ ଇସ୍ରାଏଲୀୟ ପାପ କରିଥା’ନ୍ତି ତେବେ ଥୁମିଅମ୍ ଦିଅନ୍ତୁ।” ତହିଁରେ ଶାଉଲ ଓ ଯୋନାଥନ ବାଛି ନେଲେ ଏବଂ ଅନ୍ୟମାନେ ଛାଡ଼ ପାଇଲେ।

Gade chapit la Kopi




1 ଶାମୁୟେଲ 14:41
9 Referans Kwoze  

"ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,


ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।


ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।


ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ ।


ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା। ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।


ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣିତ ହେଲା।


ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।


Swiv nou:

Piblisite


Piblisite